Below header

ABP ସି-ଭୋଟର ଜନମତ ସର୍ଭେ: ପୁଣି ଥରେ ଏକ ନମ୍ବର ସିଏମ୍ ହେଲେ ନବୀନ

କେନ୍ୟୁଜ୍(ବ୍ୟୁରୋ):  ଦେଶରେ ପୁଣି ନବୀନ ଏକ ନମ୍ବର । ଜନମତ ସର୍ଭେରେ ଆଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ABP ସି-ଭୋଟର ଜନମତ ସର୍ଭେରେ ସେ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

abp
picture courtesy: ABP News

ତାଙ୍କ ପରେ ଦ୍ୱିତୀୟ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ଵାଲ ଥିବା ବେଳେ ତୃତୀୟରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି ଅଛନ୍ତି । ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ୍‌, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.