ଗଜପତି : ଗଜପତି ଜିଲ୍ଲା ଆଇଟିଡିଏ ଦ୍ୱାରା ପରିଚାଳିତ ମୋହନା ସ୍ଥିତ ୧୦୦ ଆସନ ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ୬ ମାସ ଧରି ଛାତ୍ରୀ ଜଣଙ୍କର ମାସିକ ଧର୍ମ ହୋଇଯିବା ଯୋଗୁଁ ଛାତ୍ରୀ ଜଣକୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଟା.ଏସ.ସି.ଜି ଟେଷ୍ଟ କରାଯାଇଥିଲା। ସେଥିରୁ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲ। ଖବର ପାଇବା ପରେ ଗଜପତି ଜିଲ୍ଲାପାଳ ଅନୁପମ ସାହାଙ୍କ ନିର୍ଦ୍ଦେଶ କ୍ରମେ ମୋହନା ବିଡିଓ ବଂଶୀଧର ଖୋସଲା ଏବଂ ପୋଲିସ ଛାତ୍ରୀ ନିବାସରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ । ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…
ଜୟପୁର(କେନ୍ୟୁଜ୍): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…
ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …
Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…
କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…
ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…