Below header

ପୁଣି ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ତଦନ୍ତ କରୁଛି ପୋଲିସ

ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଥିବା ନିଶା ନିବାରଣ କେନ୍ଦ୍ରରୁ ଜଣେ ଅନ୍ତେବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ଇନ୍‌ଫୋସିଟି ଥାନା ପୋଲିସ ।

ଭୁବନେଶ୍ୱର(କେନ୍ୟୁଜ୍): ପୁଣି ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ରାଜଧାନୀରେ ନିଶା ନିବାରଣ କେନ୍ଦ୍ରରୁ ଉଦ୍ଧାର ହୋଇଛି ମୃତଦେହ । ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଥିବା ନିଶା ନିବାରଣ କେନ୍ଦ୍ରରୁ ଜଣେ ଅନ୍ତେବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ଇନ୍‌ଫୋସିଟି ଥାନା ପୋଲିସ । ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ କରୁଛି ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.