ଗଞ୍ଜାମ: ପୁଣି ଲଜ୍ଜା, ସୋନାପୁର ମେରାଇନ ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ କରି ଗାଁ ନିକଟରେ ଫୋପାଡି ଦେଲେ ଦୁର୍ବୃତ୍ତ

ଗଞ୍ଜାମ(କେନ୍ୟୁଜ୍): ଗଞ୍ଜାମ ସୋନାପୁର ମେରାଇନ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଦୁଇ ଦିନ ତଳେ ନାବାଳିକା ଜଣକ ଶୌଚ ହେବାକୁ ଯାଇଥିବା ବେଳେ କିଛି ଯୁବକ ଦୁଷ୍କର୍ମ କରିବା ପରେ ଗାଁ ନିକଟରେ ଫୋପାଡି ଦେଇଥିଲେ । ଦୀର୍ଘ ୩୬ ଘଣ୍ଟା ପରେ ସ୍ଥାନୀୟ ଲୋକ ନାବାଳିକାକୁ ଉଦ୍ଧାର କରିଥିଲେ । ପରିବାର ଲୋକ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ନାବାଳିକାର ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.