ଯାଜପୁର (କେନ୍ୟୁଜ ବ୍ୟୁରୋ): ପୁଣି ଲଜ୍ଜା। ଯାଜପୁର ଜିଲ୍ଲା କୁଆଖିଆ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ସୂଚନା ଅନୁଯାୟୀ, କୋଳଥଳ ଗାଁର ସୁବାସ ଖୁଣ୍ଟିଆ ନାମକ ବ୍ୟକ୍ତି ସପ୍ତାହ ତଳେ ନାବାଳିକାକୁ ଉଠାଇ ନେଇଥିଲେ । ସୁବାସ ୩ ଦିନ ନାବାଳିକାକୁ ଘରେ ରଖି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ପୋଲିସ୍ ସୁବାସକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହା ସହ ନାବାଳିକାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ମାଇନା କରାଇବା ସହ ତଦନ୍ତ ଜାରି ରଖିଛି । ଏନେଇ ପୋଳିସର ପ୍ରତିକ୍ରିୟା ମିଳିପାରିନାହିଁ। ସେପଟେ ଅଭିଯୋଗକୁ ଭିତ୍ତିହୀନ ବୋଲିି ଅଭିଯୁକ୍ତ ସୁବାସ କହିଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…