ଭୁବନେଶ୍ବର(କେନ୍ୟୁଜ୍): ସାରା ରାଜ୍ୟରେ ଅଗ୍ନିବର୍ଷା । ଆଜି ବି ଜଳୁଛି ରାଜଧାନୀ। ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଦିନ ୧୧ଟା ୨୦ ସୁଦ୍ଧା ୪୦.୨ଂ ତାପମାତ୍ରା ରେକର୍ଡ କରାଯାଇଛି। ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ଟି ସହର। ୯ଟି ସହରରେ ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା। ଆସନ୍ତାକାଲିଠୁ ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୨୫ ତାରିଖ ପାଇଁ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି ହୋଇଛି । ୨୬ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ମୟୂରଭଞ୍ଜ ଏବଂ ୨୭ରେ ବଲାଙ୍ଗିର, ବୌଦ୍ଧ, ସୋନପୁର ଓ କଳାହାଣ୍ଡିକୁ ଜାରି ହୋଇଛି ହିଟେଓ୍ଵଭ୍ ଓ୍ଵାର୍ଣ୍ଣିଂ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ବଢ଼ିବା ସମ୍ଭାବନା ରହିଛି
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…