ଭୁବନେଶ୍ୱର : ସହିଦନଗର ଥାନାରେ ପଶି ପୋଲିସକୁ ଆକ୍ରମଣ ଘଟଣାରେ ୨ଜଣ ଗିରଫ ହୋଇଛନ୍ତି। ଏହି ଘଟଣାରେ ଆଉ ୬ଜଣଙ୍କୁ ଅଟକ ରଖିଛି କମିଶନରେଟ ପୋଲିସ । ଗତ ରବିବାର ରାତିରେ ଭୁବନେଶ୍ୱର ସହିଦନଗର ଥାନା ଭିତରେ ଲଙ୍କାକାଣ୍ଡ ଘଟିଥିଲା। କିଛି ଦୁର୍ବୃତ୍ତ ପୋଲିସକୁ ପିଟିବା ସହ ବ୍ୟାପକ ଭଙ୍ଗାରୁଜା କରିଥିଲେ। ତାପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଅଭିଯୁକ୍ତ। ଏନେଇ ଥାନାରେ ମାମଲା ରୁଜୁ ହେବା ସହ ସିସିଟିଭି ଫୁଟେଜ୍ରୁ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା ପୋଲିସ । ସେମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। ଗାଡି ଦୁର୍ଘଟଣାକୁ ନେଇ ଭିଏସ୍ଏସ୍ ନଗରର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରୁ ଏହି ଘଟଣା ଘଟିଥିଲାା। .
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…