କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଗ୍ରିଆ ସମାଜ । ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ । ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ର୍ନିଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାରେ ବସବାସ କରିଥାନ୍ତି ।
ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରାଜଧାନୀ ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଅଗ୍ରିଆ ସମାଜର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଓ ୩ କୋଟି ଟଙ୍କା ପ୍ରଦାନ ନେଇ ଘୋଷଣା କରିଥିଲେ ।.
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…