Below header

ଆଜି ବନ୍ଦ ରହିବ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର (କେନ୍ଯୁଜ୍) : ଆଜି ବନ୍ଦ ରହିବ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ର । ବର୍ଷା ସମ୍ଭାବନା ଥିବାରୁ ପିଲାମାନଙ୍କ ସୁରକ୍ଷା ଦୃଷ୍ଟିରୁ ଛୁଟି ଘୋଷଣା କରାଯାଇଛି । ଭୁବନେଶ୍ୱର ଓ କଟକର ସବୁ ସ୍କୁଲ ଛୁଟି ରହିବ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟ ଜିଲ୍ଲାରେ ସ୍ଥିତି ଦେଖି ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି କୁହାଯାଇଛି । ଏହାପରେ ଜଗତସିଂହପୁର ଜିଲ୍ଲାରେ ସବୁ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.