ଭୁବନେଶ୍ବର(କେନ୍ୟୁଜ୍): କୋଭିଡ ସ୍ଥିତିରେ ଆସିଛି ସୁଧାର। ସ୍ଥିତିକୁ ଦୃଷ୍ଟିରେ ରଖି ବିଏମସିର ପଦକ୍ଷେପ। ୨୮ ତାରିଖ ଠାରୁ ବନ୍ଦ ହେବ ସମସ୍ତ କୋଭିଡ କେୟାର ସେଣ୍ଟର। ହାଇଟେକ, କିମ୍ସ କୋଭିଡ ହସ୍ପିଟାଲ ବନ୍ଦ ହେବ। ବିଏମସି ପକ୍ଷରୁ ଉଭୟ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଦିଆଯାଇଛି କ୍ଲୋଜର ନୋଟିସ।
ସେହିପରି ସମ୍ ଓ ଆଦିତ୍ୟ ଅଶ୍ବିନୀ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟା କମାଯିବକୁ ନିଷ୍ପତ୍ତି ହୋଇଛି । ସମ୍ ହସ୍ପିଟାଲରେ ୭୦ ଓ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୩୦ ଲେଖାଏଁ ଶଯ୍ୟା ରହିବ । ବର୍ତ୍ତମାନ କେବଳ ୩୦ ଜଣ କୋଭିଡ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । ତେଣୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଏମସି ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…