ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଆନ୍ତଃମନ୍ତ୍ରୀ ସ୍ତରୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ବର (କେନ୍ୟୁଜ୍) : ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଆନ୍ତଃମନ୍ତ୍ରୀ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ପରିବହନ ମନ୍ତ୍ରୀଙ୍କ ଅର୍ଥ ସଚିବ ଓ ଶିକ୍ଷା ସଚିବଙ୍କ ସମେତ ୧୬୧ଟି ସଙ୍ଗଠନର ସଦସ୍ୟ ସାମିଲ ହୋଇଥିଲେ । ତୃତୀୟ ପର୍ଯ୍ୟାୟ ମନ୍ତ୍ରୀସ୍ତରୀୟ ବୈଠକରେ କିଛି ଆଲୋଚନା ହୋଇଛି । ଆସନ୍ତା ଚତୁର୍ଥ ପର୍ଯ୍ୟାୟ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଅର୍ଥ ମନ୍ତ୍ରୀ ସୂଚନା ଦେଇଛନ୍ତି । ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ଅନେକ ବିଭାଗର ଦାବି ନେଇ ରାଜ୍ୟସରକାର ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.