ରାଜ୍ୟ

ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର(କେ ନ୍ୟୁଜ): ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ୬ ଦିନିଆ ଅଧିବେଶନ। ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆଜି ଦିନ ୧୧ଟା ୩୦ରେ ବସିବ ବୈଠକ। ବିଧାନସଭାର ନିୟମାବଳୀ ଓ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ। ଅଧିବେଶନରେ ପ୍ରଶ୍ନକାଳ, ଶୂନ୍ୟକାଳ ତଥା ମୁଲତବୀ ପ୍ରସ୍ତାବ ଆଦି ରହିବ। ୨୫ ତାରିଖରେ ଅଭିଭାଷଣ ପ୍ରଦାନ କରିବେ ରାଜ୍ୟପାଳ।

ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଗୃହରେ ୩ ଦିନ ଧରି ବିସ୍ତୃତ ଆଲୋଚନା କରାଯିବ। ୩୦ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ ହେବ। ୩୧ରେ ଭୋଟ୍‌ ଇନ୍‌ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ହେବ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

12 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

44 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

47 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

53 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago