Below header

ଗଞ୍ଜାମ ଜିଲ୍ଲାରେ ‌ଆସନ୍ତାକାଲିଠାରୁ ଘରକୁ ଘର ବୁଲି ହେବ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ଗଞ୍ଜାମ(କେନ୍ୟୁଜ): ଗଞ୍ଜାମ ଜିଲ୍ଲାରେ ‌ଆସନ୍ତାକାଲିଠାରୁ ଘରକୁ ଘର ବୁଲି ହେବ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା। ପ୍ରାୟ ୪୦ ଲକ୍ଷ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଗଞ୍ଜାମ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ କେହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ଆଗୁଆ ପଦକ୍ଷପ ନିଆଯାଇ ଏଭଳି କରିଯିବାର ଜଣାପଡିଛି। ଜିଲ୍ଲାରେ ଏଭଳି କାର୍ଯ୍ୟକ୍ରମ ହେବ ବୋଲି ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.