ବଲାଙ୍ଗିର (କେନ୍ୟୁଜ): ଆଜି ବଲାଙ୍ଗିରରେ ସମସ୍ତ ସ୍କୁଲ ଛୁଟି । ଅତି ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ହୋଇଛି । ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ଗତ କାଲି ରାତିରୁ ଲାଗି ରହିଛି ପ୍ରବଳ ବର୍ଷା । ଏହି ବର୍ଷାକୁ ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜିଲ୍ଲାରେ କଣ୍ଟ୍ରୋଲ ରୁମ ଖୋଲା ଯାଇଛି । ଵିଶେଷ କରି ତେଲ ନଦୀ କୂଳରେ ଥିବା ନଦୀ କୂଳିଆ ଗାଁକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି ଗୁଡାଭେଳା ବ୍ଲକ ପ୍ରଶାସନ । ବଲାଙ୍ଗିର ସହରରେ ସଜାଗ ରହିଛି ପୌର ପରିଷଦ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…