Below header

ପ୍ରବଳ ବର୍ଷା ପାଇଁ ଆଜି ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

ଗଜପତି ଜିଲ୍ଲାରେ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ ହୋଇ ରହିଛି । ସେପଟେ ଲଗାଣ ବର୍ଷାରେ ଧାନ , କପା ଓ ପନିପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ପ୍ରବଳ ବର୍ଷା ପାଇଁ ଆଜି ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିଛି।

ଗଜପତି(କେନ୍ୟୁଜ): ଗଜପତି ଜିଲ୍ଲାରେ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ ହୋଇ ରହିଛି । ସେପଟେ ଲଗାଣ ବର୍ଷାରେ ଧାନ , କପା ଓ ପନିପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ପ୍ରବଳ ବର୍ଷା ପାଇଁ ଆଜି ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିଛି। ଏପଟେ  ଗଜପତି ଜିଲ୍ଲାରେ ୯୩.୩ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.