Categories: ରାଜ୍ୟ

ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇ ଚାଲିଛି ଉଚ୍ଛେଦ କାର୍ଯ୍ୟ, ବ୍ୟାପକ ପୋଲିସ ମୁତୟନ

ଭୁବନେଶ୍ୱର: ପୁରୀ ପରି ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇ ଚାଲିଛି ଉଚ୍ଛେଦ କାର୍ଯ୍ୟ । ବିରୋଧ ଯୋଗୁଂ ଦୁଇ ଦିନ ଧରି ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଥିଲା। ଆଜିଠୁ ପୁଣି ଭଙ୍ଗା କାର୍ଯ୍ୟ ଚାଲିଛି । ଉଚ୍ଛେଦ ସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଦକ୍ଷିଣ ଦ୍ୱାର ନିକଟ ତାରିଣୀ ମନ୍ଦିର, ତଳବଜାର, କୋଟି ତୀର୍ଥେଶ୍ୱର ଗଳିରୁ ବିଭିନ୍ନ ସରକାରୀ ଜମିରେ ଉଚ୍ଛେଦ କରାଯାଇଛି । ମନ୍ଦିର ପ୍ରଶାସନ, ବିଡିଏ ଓ ବିଏମସିର ପୂର୍ବ ଘୋଷଣା ଅନୁଯାୟୀ ମନ୍ଦିରର ଦକ୍ଷିଣ- ଉତ୍ତର କୋଣ ଓ ଉତ୍ତର ପଶ୍ଚିମରେ ଥିବା ସମସ୍ତ ସରକାରୀ ଜମିରୁ ଉଚ୍ଛେଦ କରାଯାଇଛି । ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲକୁ ହଟାନଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ ଜାରି ରହିବ । ଭୁବନେଶ୍ୱରକୁ ଐତିହ୍ୟ ସହରର ମାନ୍ୟତା ଦେବା ପାଇଁ ଏକାମ୍ର କ୍ଷେତ୍ରର ଉନ୍ନତୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago