Below header

ପୁଲୱାମା ଆତଙ୍କବାଦୀ ଆକ୍ରମଣ ପ୍ରତିବାଦ, ଆସନ୍ତାକାଲି ଓଡ଼ିଶାରେ ବନ୍ଦ ରହିବ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ

ଭୁବନେଶ୍ବର(କେନ୍ୟୁଜ୍) : ଆସନ୍ତାକାଲି ଓଡ଼ିଶାରେ ବନ୍ଦ ରହିବ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରହିବ। ପୁଲୱାମା ଆତଙ୍କବାଦୀ ଆକ୍ରମଣ ପ୍ରତିବାଦରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ ସମର୍ଥନ ଜଣାଇଛି ଓଡ଼ିଶା ବ୍ୟବସାୟୀ ମହାସଂଘ । ଆତଙ୍କବାଦକୁ ସରକାର ଦୃଢ ହସ୍ତରେ ଦମନ କରିବା ଦରକରା ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.