ଦୀର୍ଘ ମାସର ଅପେକ୍ଷା ପରେ ଆଜିଠୁ ଖୋଲିଲା ଗଞ୍ଜାମର ସମସ୍ତ ଧର୍ମାନୁଷ୍ଠାନ: ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା ବୁଢୀ ସାଆନ୍ତାଣୀଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ

ଗଞ୍ଜାମ: ଦୀର୍ଘ ମାସର ଅପେକ୍ଷା ପରେ ଆଜିଠୁ ଖୋଲିଲା ଗଞ୍ଜାମର ସମସ୍ତ ଧର୍ମାନୁଷ୍ଠାନ । ଏହି ଅବସରରେ ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା ବୁଢୀ ସାଆନ୍ତାଣୀଙ୍କ ପୀଠ ମଧ୍ୟ ଖୋଲିଛି ।

କୋଭିଡ କଟକଣା ମଧ୍ୟରେ ମାଆଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ମନ୍ଦିର ଖୋଲିଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଦେଇଛି। ଗତକାଲି ଜିଲ୍ଲାର ଆରାଧ୍ୟ ଦେବୀ ମାଆ ତାରାତାରିଣୀଙ୍କ ପୀଠ ଖୋଲାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.