image credit: NDTV
ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ। ଆସନ୍ତାକାଲିଠୁ ୨୧ ତାରିଖ ଯାଏଁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ଧାର୍ମିକ ଅନୁଷ୍ଠାନ ଗୁଡିକୁ ସାନିଟାଇଜ୍ କରାଯିବ। ତେବେ ଧର୍ମାନୁଷ୍ଠାନରେ ରୀତିନୀତି ଅନୁଯାୟୀ ପୂଜାପାଠ ଜାରି ରହିବ।
ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ଜିଲ୍ଲାରେ ପାଳନ ହେବ ନାହିଁ। ଯେଉଁମାନେ ନିୟମକୁ ଅବମାନନା କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ଜରୁରୀ କାଳୀନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲାର ସମସ୍ତ ପାର୍କ, ବେଳାଭୂମି ମଧ୍ୟ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।
ଜାପାନରେ ଏକ ମାରାତ୍ମକ ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ରୋଗ ବ୍ୟାକ୍ଟେରିଆ ଯୋଗୁ ହୋଇଥାଏ ।…
ଇଣ୍ଡିଆନ କୋଷ୍ଟ ଗାର୍ଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ବମ୍ପର ପଦବୀରେ ଭର୍ତ୍ତି ହେଉଛି…
ବର୍ତ୍ତମାନର ଖରା ଓ ଗରମ ଯୋଗୁ ଘରୁ ବାହାରକୁ ଯିବା ବହୁତ କଷ୍ଟକର ହୋଇଯାଇଛି । ଏହା ସହ ଖରାରେ…
କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…
ସାଓମି ହେଉଛି ଭାରତର ଏକ ଲୋକପ୍ରିୟ ସ୍ମାର୍ଟଫୋନ୍ କମ୍ପାନୀ । ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ସାଓମି ସ୍ମାର୍ଟଫୋନ୍…
ରାଜଧାନୀ ଦିଲ୍ଲୀରେ ବିଜୁଳି କାଟ୍ ହେବା ଯୋଗୁଁ ସବୁ କାର୍ଯ୍ୟରେ ପ୍ରଭାବ ପଡିଛି । ବିଜୁଳି କାଟ ହେବା ଯୋଗୁଁ…