ରାଜ୍ୟ

ଆଜିଠାରୁ ଖୋଲିଲା ଯାଜପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ, ସଂକ୍ରମଣ କମିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଗଲା ନିଷ୍ପତ୍ତି

ଯାଜପୁର(କେନ୍ଯୁଜ୍): ଆଜିଠାରୁ ଖୋଲିଲା ଯାଜପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ। ରାଜ୍ୟରେ କରୋନା ସଂକ୍ରମଣ କମିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ମନ୍ଦିରକୁ ପ୍ରବେଶ ସମୟରେ ଶ୍ରଦ୍ଧାଳୁମାନେ ମାସ୍କ ପିନ୍ଧିବା ଓ ସାନିଟାଇଜ୍‌ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି।

ଆଜି ସକାଳୁ ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର ସମେତ ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲାଯାଇଛି। ଫଳରେ ଦୀର୍ଘ ଦିନ ଧରି ଦର୍ଶନରୁ ବଞ୍ଚିତ ହୋଇଥିବା ଭକ୍ତ ଦର୍ଶନ କରି ଭାବବିହ୍ଵଳ ହୋଇପଡିଛନ୍ତି। କୋଭିଡ୍‌ କଟକଣା ପାଇଁ ଦୀର୍ଘ ଦିନ ହେଲା ଜିଲ୍ଲାରେ ସମସ୍ତ ମଠ, ମନ୍ଦିର ଓ ମସଜିଦ୍‌ ବନ୍ଦ ଥିଲା।

Sonalisa

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

4 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

19 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

25 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

39 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago