Below header

ଆଜିଠୁ ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି, ବାହାରିବ ନୀଳାଚଳ ଅବଢା

ପୁରୀ(କେନ୍ଯୁଜ୍): ଶାନ୍ତି ଶୃଙ୍ଖଳାର ସହ ସରିଲା ମହାପ୍ରଭୁଙ୍କ ମାନବୀୟ ଲୀଳା ଅନ୍ତିମ ପର୍ବ । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ପୁଣି ନୀଳକନ୍ଦରକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜିଠୁ ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ।

ଆଜି ବାହାରୁଥିବା ମହାପ୍ରସାଦକୁ ନୀଳାଚଳ ଅବଢା କୁହାଯାଏ । ଭକ୍ତମାନେ କିପରି ସୁବିଧାରେ ଅବଢା ପାଇବେ ସେଥିପାଇଁ ପ୍ରଶାନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.