ରାଜ୍ୟ

ପୁଣି ବିବାଦରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର: ଅନ୍ୟ ଝିଅଙ୍କ ସହ ଶାରୀରିକ ସମ୍ପର୍କ ଥିବା ଅଭିଯୋଗ ଆଣିଲେ ସୋମାଲିକା

ଜଗତସିଂହପୁର (କେନ୍ୟୁଜ): ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ବିବାଦ ମାମଲା। ବିଧାୟକ ବିଜୟ ଶଙ୍କର ଦାସଙ୍କ ସେକ୍ସ ରାକେଟ, ବହୁ ବିବାହିତ ନାରୀ ମାନଙ୍କ ସମ୍ପର୍କ ଥିବା ଭଳି ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ବାନ୍ଧବୀ ସୋମାଲିକା। ଏ ନେଇ ଥାନାରେ ସାନି ଏତଲା ପରେ ପୋଲିସ ବିଧାୟକଙ୍କ ନାମରେ ଅନେକ ସଙ୍ଗୀନ ଦଫା ଲାଗି ଥିବା ବେଳେ ବର୍ତ୍ତମାନ ସୁଦ୍ଧା ପୋଲିସ ବିଧାୟକଙ୍କ ଉପରେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ। ତାଙ୍କ ବାନ୍ଧବୀ ସୋମାଲିକାଙ୍କ ପ୍ରଥମେ 161 ଧାରା ଅନୁସାରେ ବୟାନ ରେକର୍ଡ ଓ ଡାକ୍ତରୀ ମଇନା କରାଯାଇଥିଲା।

ଆଜି ସୋମାଲିକାଙ୍କ ଧାରା 164 ଅନୁସାରେ କୋର୍ଟରେ ବୟାନ ରେକର୍ଡ କରାଯିବା ନେଇ କୋର୍ଟରେ ଉପସ୍ଥିତ ହୋଇଛନ୍ତି। ତାଙ୍କ ସହିତ ତଦନ୍ତ ଅଧିକାରୀ ପୋଲିସ ଟିମ୍ ମଧ୍ୟ ଉପସ୍ଥିତ ରହିଛନ୍ତି। ଦୀର୍ଘ ୮ ମାସ ତଳେ ଆରମ୍ଭ ହୋଇଥିବା ଏହି ଘଟଣା ଚପି ଯାଇଥିବା ବେଳେ ପୁଣିଥରେ ଏବେ ଏହି ମାମଲା ପୁଣି ସକ୍ରିୟ ହେବା ଆରମ୍ଭ କରିଛି ।

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

12 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

20 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

35 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

41 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

55 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago