ଯାଜପୁର(କେନ୍ୟୁଜ୍): ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ କୁଆଖିଆ ଓଭର ବ୍ରିଜ ଉପରେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ। ଫଳରେ ଆମ୍ବୁଲାନ୍ସର ଡ୍ରାଇଭର ସମେତ ଜଣେ କର୍ମଚାରୀ ମୃତ। ମୃତ ଡ୍ରାଇଭର ମାନସ ରଞ୍ଜନ ସିଂ ବୋଲି ଜଣାପଡ଼ିଥିବା ବେଳେ ଅନ୍ୟ ମୃତ କର୍ମଚାରୀଙ୍କ ପରିଚୟ ମିଳିପାରିନାହିଁ।
ରୋଗୀ ଛାଡି ଫେରୁଥିବା ସମୟରେ ଏକ ଟ୍ରକ ପଛପଟେ ଆମ୍ବୁଲାନ୍ସଟି ଧକ୍କା ଦେଇଥିବା ସୁଚନା। ଘରୋଇ ହସ୍ପିଟାଲର ଏହି ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ କୁଆଖିଆ ପୋଲିସ ପହଂଚି ମୃତଦେହକୁ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ତଦନ୍ତ ଜାରି ରଖିଛି।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…