ରାଜ୍ୟ

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡ୍ରାଇଭରଙ୍କ ବଡ଼ ଖୁଲ୍ଲାସା, ୧ ଘଣ୍ଟା ନୁହେଁ ମାତ୍ର ୧୦ ମିନିଟ୍ ପାଇଁ ଅଟକିଥିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି(କେନ୍ଯୁଜ୍): ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ପଚରାଉଚରା । ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା କରିଥିଲା ପୋଲିସ । ଡ୍ରାଇଭରଙ୍କ ବଡ଼ ଖୁଲ୍ଲାସା । ୧ ଘଣ୍ଟା ନୁହେଁ, ମାତ୍ର ୧୦ ମିନିଟ ପାଇଁ ଫରେଷ୍ଟ ଗେଟ୍‌ ନିକଟରେ ଅଟକିଥିଲା । ପରେ ଗୋଷାଣି ଓ ଗୋପାଳପୁରରେ ଅଟକି ଥିଲା ଆମ୍ବୁଲାନ୍ସ ।

ପାରଳାଖେମୁଣ୍ଡିରୁ କଟକ ଯାଏ ୧୦୮ ଆମ୍ବୁଲାନ୍ସ ଆସିଥିଲା । ବିଦ୍ୟା ଭାରତୀ ପାରଳାଖେମୁଣ୍ଡିରୁ କଟକ ପର୍ଯ୍ୟନ୍ତ ୧୦୮ ଆମ୍ବୁଲାନ୍ସରେ ଯାଇଥିଲେ ବୋଲି କହିଛନ୍ତି ଡ୍ରାଇଭର ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago