କନ୍ଧମାଳ: ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ। କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ଗୁମ୍ମା ପଞ୍ଚାୟତର ସୁସାଭଟା ଗାଁରେ ଦେଖିବାକୁ ମିଳିଛି ଏହି କରୁଣ ଦୃଶ୍ୟ। ଗାଁର କୃଷ୍ଣ ମାଝିଙ୍କ ସ୍ତ୍ରୀ ନିୟମ ଦେଇ ମାଝିଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ ପରିବାରଲୋକ। ହେଲେ ଆମ୍ବୁଲାନ୍ସ ଖରାପ ଥିବା କହି ଡାକ୍ତରଖାନା ପକ୍ଷରୁ ଗାଡି ପଠାଯାଇନଥିଲା।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…