ରାଜ୍ୟ

ମହାନଦୀ ବ୍ରିଜ ଉପରେ ଦମ୍ପତିଙ୍କୁ ଧକ୍କା ଦେଲା ଆମ୍ବୁଲାନ୍ସ, ସ୍ୱାମୀ-ସ୍ତ୍ରୀ ମୃତ; ବର୍ତ୍ତିଲେ ୨ ଶିଶୁ

ବୌଦ୍ଧ (କେନ୍ୟୁଜ) : ବୌଦ୍ଧ ଟାଉନ ଥାନା ମହାନଦୀ ବ୍ରିଜ ଉପରେ ଦୁର୍ଘଟଣା । ଦମ୍ପତିଙ୍କୁ ଧକ୍କା ଦେଲା ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଥି ନେଇ ଡାକ୍ତର ସୂଚନା ଦେଇଛନ୍ତି। ମୃତକ ହେଲେ ମିଟୁ ବେହେରା ଓ ଗୁରୁତର ହେଲେ ମନରମା ବେହେରା । ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୨ ଶିଶୁ।

ସୂଚନା ଅନୁସାରେ ଦମ୍ପତି ୨ ପିଲାଙ୍କ ସହ ବ୍ରିଜ ଉପରେ ରେ ଛିଡ଼ାହୋଇ ମହାନଦୀ ପାଣି ଦେଖୁଥିଲେ । ଏହି ସମୟରେ ବାଇକ୍ କୁ ପଛପଟୁ ଧକ୍କା ଦେଇଥିଲା  ଆମ୍ବୁଲାନ୍ସ । ଘଟଣାସ୍ଥଳରେ ବାଇକ୍ ଆରୋହୀ ମିଟୁ ବେହେରାଙ୍କ ମୃତ୍ୟୁ ହୋଇଥିବା ବେଳେ ପଛରେ ବସିଥିବା ସ୍ତ୍ରୀ ମନରମା ବେହେରା ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ମୃତ୍ୟୁ ହୋଇଛି ।  କିନ୍ତୁ ଏହି ମର୍ମନ୍ତୁଦ ଦୁର୍ଘଟଣାରୁ ବଞ୍ଚି ଯାଇଛନ୍ତି ୨ଶିଶୁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଆମ୍ବୁଲାନ୍ସ ଡ୍ରାଇଭରକୁ ଅଟକ ରଖି ପଚାରଉଚରା କରୁଛି ।

 

 

Barsha

Recent Posts

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

4 mins ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

45 mins ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

1 hour ago

ବିଜୟଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସହାୟତା ପାଇଁ କରୁଛନ୍ତି ନିବେଦନ

ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…

2 hours ago

ସେଲ୍ଫି ନେଲା ଦୁଇ ଜୀବନ, ଗୁମ୍ମାଝରଣ ଜଳପ୍ରପାତରେ ବୁଡିଯାଇ ମୃତ୍ୟୁ

ମାଲକାନଗିରି : ସେଲ୍ଫି ନେବାବେଳେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ସେଲଫି…

2 hours ago

ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍‌ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି…

3 hours ago