ଭିଜିଲାନ୍ସ ଜାଲରେ ଅମିନ, ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ଭିଜିଲାନ୍ସ ଜାଲରେ ଅମିନ ।  ୮ ହଜାର ଟଙ୍କା ଲାଞ୍ଚ ନେଇ ଫସିଗଲେ ବଲାଙ୍ଗିର ଜିଲ୍ଲା ସଇଁତଳା ତହସିଲ ଅମିନ ନିର୍ମଳେନ୍ଦୁ କବି । ଏକ ଜମି ଚିହ୍ନଟ କରିବା ପାଇଁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

ବଲାଙ୍ଗିର (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଅମିନ । ୮ ହଜାର ଟଙ୍କା ଲାଞ୍ଚ ନେଇ ଫସିଗଲେ ବଲାଙ୍ଗିର ଜିଲ୍ଲା ସଇଁତଳା ତହସିଲ ଅମିନ ନିର୍ମଳେନ୍ଦୁ କବି । ଏକ ଜମି ଚିହ୍ନଟ କରିବା ପାଇଁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଟ୍ରାପ ପରେ ନିର୍ମଳେନ୍ଦୁଙ୍କର ୨ଟି ସ୍ଥାନରେ ଚାଲିଛି ଚଢ଼ାଉ । ତେବେ ସଇଁତଲା ତହସିଲ କାର୍ଯ୍ୟାଳୟରେ ଅନେକ ଦିନ ହେଲା ଏଭଳି କାର୍ଯ୍ୟ ଚାଲିଆସୁଥିବା ଜଣାପଡିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.