ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ, ଆସନ୍ତାକାଲି ରାତିରେ ଭୁବନେଶ୍ୱର ପହଞ୍ଚିବେ

ଶନିବାର ଦିନ ସକାଳେ ଅମିତ ଶାହ  ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଅମିତ ଶାହ  ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଦଳୀୟ କାର୍ଯ୍ୟକର୍ତା ଓ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । 

କେନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ  ଅମିତ ଶାହ ।   ଶୁକ୍ରବାର ରାତ୍ରିରେଅ ମିତ ଶାହ ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପଂହଚିବେ ।

ଶନିବାର ଦିନ ସକାଳେ ଅମିତ ଶାହ  ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଅମିତ ଶାହ  ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଦଳୀୟ କାର୍ଯ୍ୟକର୍ତା ଓ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । ସନ୍ଧ୍ୟାରେ ଭୁବନେଶ୍ୱରରୁ ବିମାନ ଯୋଗେ ଅମିତ ଶାହ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.