ଓଡ଼ିଶା ଆସିବେ ଅମିତ୍ ଶାହା : ମହା ଜନସମ୍ପର୍କ ଅଭିଯାନ ସମାବେଶରେ ଦେବେ ଉଦବୋଧନ

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ଅିମତ ଶାହ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା ।

(କେନ୍ୟୁଜ): ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.