ଖୁବଶୀଘ୍ର ବିଧାନସଭା ଅଧିବେଶନ ପାଇଁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍):ଖୁବଶୀଘ୍ର ବିଧାନସଭା ଅଧିବେଶନ ପାଇଁ ବସିବ ସର୍ବଦଳୀୟ ବୈଠକ। ପୂର୍ବରୁ କୋଭିଡ କଟକଣା ଭିତରେ ବସୁଥିଲା ଅଧିବେଶନ। ଏବେ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହେବ। ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ।

ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ। ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ନଭେମ୍ବର ୨୪ରେ ଅର୍ଥମନ୍ତ୍ରୀ ଆଗତ କରିବେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍। ଡିସେମ୍ବର ୨ ତାରିଖରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.