ଆନନ୍ଦପୁର (କେନ୍ୟୁଜ): ବଦଳିଲେ ଜଣେ ଏଏସ୍ଆଇ ଓ ଦୁଇ ଜଣ କନେଷ୍ଟବଳ। ଆନନ୍ଦପୁର ଥାନାରୁ ଅନ୍ୟତ୍ର ବଦଳି କରିଛନ୍ତି କେନ୍ଦୁଝର ଏସ୍ପି। ଅଭିଯୁକ୍ତ ଥାନାରୁ ଚମ୍ପଟ ମାରିବା ଘଟଣାରେ ୩ ଜଣଙ୍କୁ ବଦଳି କରାଯାଇଛି। ମୋବାଇଲ ଓ ଦୋକାନରୁ ଡକାୟତି ଅଭିଯୋଗରେ ଆନନ୍ଦପୁର ଥାନା ଫକୀରପୁର ଗାଁର ଅମର ସାହୁଙ୍କୁ ହଦଗଦ ଅଞ୍ଚଳରୁ ଗିରଫ କରିଥିଲା ଆନନ୍ଦପୁର ପୋଲିସ ।
ତେବେ ଥାନା ହାଜତରୁ କୌଶଳ କ୍ରମେ ଅମର ଚମ୍ପଟ ମାରିଥିବା ବେଳେ ଖୋଜାଖୋଜି କରି ତାଙ୍କୁ ଫକିରପୁର ବୈତରଣୀ ଘାଟରୁ ଧରିଥିଲା ପୋଲିସ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଦାୟିତ୍ୱରେ ଥିବା ଏଏସ୍ଆଇ ଅନୁପ ଲୁବୁନ ଓ ଦୁଇ ଜଣ କନେଷ୍ଟବଳ ମିନାକ୍ଷୀ ମଲ୍ଲିକ ଓ ବ୍ରଜକିଶୋର ନାୟକଙ୍କୁ ବଦଳି କରାଯାଇଛି।
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…
ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…