Below header

ବଡମ୍ବା ଦଳ ଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ମୃତକଙ୍କ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଦେବାକୁ କଲେ ଘୋଷଣା

କେନ୍ୟୁଜ୍(ବ୍ୟୁରୋ): ଆଜି ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.