Below header

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅପରାହ୍ନ ସାଢ଼େ ୫ଟାରେ ଭର୍ଚୁଆଲରେ ହେବ ଅନୁଷ୍ଠିତ

ଭୁବନେଶ୍ବର(କେନ୍ଯୁଜ୍): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହା ଭର୍ଚୁଆଲରେ ଅନୁଷ୍ଠିତ ହେବ ।

କ୍ୟାବିନେଟରେ ମୋଟ ୧୩ଟି ଏଜେଣ୍ଡା ଆସିବ ବୋଲି ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.