ମାଲକାନଗିରି ଏମଭି-୧୫ ଗାଁ ନିକଟ ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର

ମାଲକାନଗିରି (କେନ୍ଯୁଜ୍): ମାଲକାନଗିରି ଜିଲ୍ଲା ସଦରମହକୁମା ଥାନା ଅନ୍ତର୍ଗତ mv-15 ଗାଁ ନିକଟ ପୋଖରୀରୁ ମୃତଦେହ ଉଦ୍ଧାର । ଯୁବକଙ୍କ ପରିଚୟ ମିଳିପାରିନାହିଁ । ସ୍ଥାନୀୟଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।

ଅଗ୍ନିଶମ ବିଭାଗ ମୃତଦେହ ଉଦ୍ଧାର କରିଥିବା ବେଳେ ପୋଲିସ ଅଧିକ ତଦନ୍ତ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.