Below header

ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଜଳସେଚନ ଡିଭିଜନର ସହକାରୀ ଯନ୍ତ୍ରୀ, ଏକକାଳୀନ ୮ ଟି ସ୍ଥାନରେ ଚାଲିଛି ରେଡ୍

ଭଦ୍ରକ(କେନ୍ୟୁଜ୍) : ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଇରିଗେସନ୍ ଡିଭିଜନର ସହକାରୀ ଯନ୍ତ୍ରୀ। ସହକାରୀ ଯନ୍ତ୍ରୀ ଉମେଶ କୁମାର ଶାସନୀଙ୍କ ଘର ସମେତ ଏକକାଳୀନ ୮ ଟି ସ୍ଥାନରେ ଚାଲିଛି ଭିଜିଲାନ୍ସର ରେଡ୍।

ଭଦ୍ରକ ଅପର୍ତ୍ତିବିନ୍ଧା ସ୍ଥିତ ନିଜ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରି ତନାଘନା ଚଳାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.