ସମ୍ବଲପୁର : ପୁଣି ବ୍ୟାଙ୍କ ଡକାୟତି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଯମନକିରା ଆନ୍ଧ୍ରା ବ୍ୟାଙ୍କରୁ ବନ୍ଧୁକ ମୂନରେ ଲୁଟ ହୋଇଛି । ୧୦ଲକ୍ଷ ୯୩ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୩ ଜଣ ଦୁର୍ବୃତ୍ତ ଏକ ପଲସର ଗାଡିରେ ଆସି ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭିତ କରି ଲୁଟ୍ କରି ଫେରାର ହୋଇଯାଇଛନ୍ତି । ବ୍ୟାଙ୍କର ସିସିଟିଭି ଏବଂ ହାର୍ଡଡିସ୍କ ମଧ୍ୟ ନେଇ ଯାଇଛନ୍ତି । ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…