ପୁରୀ ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ, ଶ୍ରୀମନ୍ଦିର ଯାଇ ଶ୍ରୀ ଜୀଉଙ୍କୁ କଲେ ଦର୍ଶନ

ପୁରୀ(କେନ୍ଯୁଜ୍): ପୁରୀ ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ । ସର୍କିଟ ହାଉସରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ତା ପ୍ରମୁଖ ସ୍ୱାଗତ କରିଥିଲେ । ପରେ ଶ୍ରୀମନ୍ଦିର ଯାଇ ଶ୍ରୀ ଜୀଉଙ୍କୁ ଦର୍ଶନ କରିଛନ୍ତି ରାଜ୍ୟପାଳ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.