Categories: ରାଜ୍ୟ

ପାରିଶ୍ରମିକ ବୃଦ୍ଧି ପରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ବର(କେନ୍ୟୁଜ୍) : ପାରିଶ୍ରମିକ ବୃଦ୍ଧି ପରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଅଙ୍ଗନବାଡ଼ି କର୍ମୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି । ଶହ ଶହ ଅଙ୍ଗନବାଡ଼ି କର୍ମୀ ବିଜେଡି ରାଜ୍ୟ କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ବାହାରି ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ।

ଅଙ୍ଗନବାଡ଼ି, ମିନି ଅଙ୍ଗନବାଡ଼ି ଓ ହେଲପରଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ୬ ହଜାର ଟଙ୍କାରୁ ୭ ହଜାର ୫ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି ।

KNews Bureau

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

20 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

33 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

51 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

57 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

1 hour ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

1 hour ago