Below header

ଭିଜିଲାନ୍ସ ଜାଲରେ ପୁରୀ ଅକ୍ଷୟଧାମ ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ

ପୁରୀ: ପୁଣି ଭିଜିଲାନ୍ସ ଜାଲରେ ଅଙ୍ଗନୱାଡି କର୍ମୀ। ପୁରୀ ଭିଜିଲାନ୍ସ ପକ୍ଷରୁ ଅକ୍ଷୟଧାମ ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଚଢାଉ ।

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ଚଢାଉ ଜାରି ରହିଛି। ପୈତୃକ ଘର ସମେତ ହାତୀ ଶାଳରେ ଥିବା ୪ ମହଲା ବିଲ୍ଡିଂ, ସାମଙ୍ଗ ମୌଜା ମଙ୍ଗଳା ହାଟରେ ଥିବା ଅଟା ମିଲ୍‌, ବାଲି ସାହିରେ ଥିବା ଅଙ୍ଗନୱାଡି କେନ୍ଦ୍ର ଓ ଡେଲାଙ୍ଗ ହାଟ ସାହିରେ ଥିବା ଶ୍ୱଶୁର ଘରେ ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.