Categories: ରାଜ୍ୟ

ଅନୁଗୁଳ ଇଣ୍ଡିଆନ ବ୍ୟାଙ୍କରୁ ଡକାୟତି ଘଟଣା : ବିହାରରୁ ଧରାପଡ଼ିଲେ ୨ ଡକାୟତ

ଅନୁଗୁଳ : ଅନୁଗୁଳ ଥାନା ହରିମଉରୀ ଛକ ନିକଟ ଇଣ୍ଡିଆନ ବ୍ୟାଙ୍କରୁ ଡକାୟତି ଘଟଣାରେ ବିହାର ଗୟାରୁ ଗିରଫ ୨ ଡକାୟତଙ୍କୁ ଆଜି ଓଡ଼ିଶା ଅଣାଯିବ। ସେମାନଙ୍କୁ ରିମାଣ୍ଡରେ ଓଡ଼ିଶା ଆଣିବା ପାଇଁ ଅନୁଗୁଳ ପୋଲିସର ଏକ ଟିମ ଗୟା ଯାଇଛି। ଅଭିଯୁକ୍ତମାନେ ହେଲେ ଓମ୍ ପ୍ରକାଶ ବାରା ଓ ରାଜେଶ ଦାଶ। ଅଭିଯୁକ୍ତଙ୍କ ନିକଟରୁ ୩୫୦ ଗ୍ରାମ ସୁନା ଅଳଙ୍କାର ଜବତ କରିଛି ପୋଲିସ। ଦୁଇ ଡକାୟତ ଅନୁଗୁଳରେ ଦୁଇଟି ବ୍ୟାଙ୍କ ସହ ରାଉରକେଲାରେ ଏକ ବ୍ୟାଙ୍କ ଡକାୟତିରେ ସଂପୃକ୍ତ ବୋଲି ଜଣାପଡ଼ିଛି।

ସେହିପରି ରାଜେଶ ନାଁରେ ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଡକାୟତି ମାମଲା ରହିଛି। ସେମାନେ ୧୦ ବର୍ଷ ଭିତରେ ୧୩ଟି ବ୍ୟାଙ୍କ ଲୁଟ୍ କରିଥିବା ପୋଲିସ ଜାଣିବାକୁ ପାଇଛି। ଉତ୍ତରାଞ୍ଚଳ ଡିଆଇଜି ନରସିଂହ ଭୋଳ ଏହି ସୂଚନା ଦେଇଛନ୍ତି। ଗତ ୮ ତାରିଖ ଦିନ ଇଣ୍ଡିଆନ୍ ବ୍ୟାଙ୍କରୁ ଦୁର୍ବୃତ୍ତମାନେ ନଗଦ ୮ ଲକ୍ଷ ଟଙ୍କା ଓ ସୁନାଗହଣା ଧରି ଛୁ ମାରିଥିଲେ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

2 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

4 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

44 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

59 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago