ଆଜି ରାଜ୍ୟରେ ୧୪ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା,ମୋଟ ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୭୯୭ରେ

କେନ୍ୟୁଜ୍(ବ୍ୟୁରୋ):  ଆଜି ରାଜ୍ୟରେ ୧୪  ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା।  ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ  ପକ୍ଷରୁ ସୂଚନା ଦିଆଯାଇଛି। କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.