ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ପହଞ୍ଚିଲା ୭୫ରେ

କେନ୍ୟୁଜ୍(ବ୍ୟୁରୋ):  କୋଭିଡ-୧୯ର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ ରାଜ୍ୟବାସୀଙ୍କର ଚିନ୍ତା ବଢ଼ାଇଛି। ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି।  ଆଇଏଲ୍‌ଏସ୍‌ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି।

ପୂର୍ବରୁ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୬୧ଥିଲା। ସେପଟେ  ରାଜ୍ୟରେ କରୋନା ସଂକ୍ରମଣ ବଢୁଛି। ଗତ ୧୨ଦିନ ଭିତରେ ଉପରମୁହାଁ ହୋଇଛି କରୋନା ସଂକ୍ରମଣ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.