କେନ୍ୟୁଜ୍(ବ୍ୟୁରୋ): ପୁଣି ଆଶ୍ବସ୍ତିକର ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ଆଜି ୩୦ ଜିଲ୍ଲାରୁ ୧୯୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଟ୍ବିଟ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୫୦ ହଜାର ପାର କରିଛି।
88 from Mayurbhanj
86 from Koraput
78 from Cuttack
77 from Puri
75 from Bolangir
74 from Jajpur
70 from Balasore
43 from Malkangiri
40 from Nabarangpur
34 from Gajapati
30 from Jagatsingpur
28 from Bhadrak
27 from Nuapada
21 from Kalahandi
21 from Sambalpur— H & FW Dept Odisha (@HFWOdisha) August 21, 2020
19 from Kendrapara
18 from Keonjhar
17 from Deogarh
13 from Jharsuguda
12 from Baragarh
8 from Boudh
6 from Sonepur
5 from AngulThe total recovered cases of Odisha now stand at 50,503.
— H & FW Dept Odisha (@HFWOdisha) August 21, 2020
ଆଜିର ସୁସ୍ଥଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬ ଜଣ ଆକ୍ରାନ୍ତ। ଏହା ସହିତ ଗଞ୍ଜାମର ୧୯୦ ଜଣ, ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮,କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫ ଜଣ ,ମୟୁରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭,ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦,ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬ ଓ ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୯୨୭କୁ ମିଶଇ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୫୦,୫୦୩ରେ ପହଞ୍ଚିଛି ।