ରାଜ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୯୨ ଜଣ ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):   ରାଜ୍ୟରେ ଗତ ୨୪ ଘଣ୍ଟାରେ  ୨୪୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ଏହି ସୂଚନା ଦିଆଯାଇଛି ।  ଅଜିର ସୁସ୍ଥଙ୍କୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୦ ହଜାର ୪୧୮ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୩୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବାଲେଶ୍ୱରରୁ ୨୨୧, ଯାଜପୁରରୁ ୧୮୦, ନୟାଗଡ଼ରୁ ୧୪୭, ପୁରୀରୁ ୧୦୪, ମୟୂରଭଂଜରୁ ୧୦୧, ଢେଙ୍କାନାଳରୁ ୮୮, ଭଦ୍ରକରୁ ୮୨, ଜଗତସିଂହପୁରରୁ ୭୧ ଓ କେନ୍ଦ୍ରାପଡ଼ାରୁ ୬୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

ସେହିପରି ସୁନ୍ଦରଗଡ଼ରୁ ୫୯, ଅନୁଗୁଳରୁ ୫୪, କେନ୍ଦୁଝରରୁ ୪୪, କୋରାପୁଟରୁ ୩୨, ବରଗଡ଼ରୁ ୩୦, କଳାହାଣ୍ଡିରୁ ୨୩, କନ୍ଧମାଳରୁ ୨୧, ସୁବର୍ଣ୍ଣପୁରରୁ ୨୦, ମାଲକାନଗିରିରୁ ୧୯, ରାୟଗଡ଼ା ଏବଂ ସମ୍ବଲପୁରରୁ ୧୮ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୧୨, ନବରଂଗପୁରରୁ ୯, ଦେବଗଡ଼ରୁ ୬, ବଲାଙ୍ଗୀରରୁ ୪, ଗଂଜାମ ଏବଂ ନୂଆପଡ଼ାରୁ ୩ ଜଣ ଲେଖାଏଁ, ବୌଦ୍ଧରୁ ୨ ଏବଂ ରାଜ୍ୟପୁଲରୁ ୧୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସଙ୍କଟ ଦୂର ହେବ, ପରିବାର ସହିତ ଖୁସିର ସମୟ କାଟିବେ

ମେଷ: ଆଜି ନିଜ ଉପରେ ଆତ୍ମବିଶ୍ୱାସ ରଖିବେ । ଜୀବନସାଥୀଙ୍କୁ ମନର କଥା କହି ପାରନ୍ତି । କୌଣସି କାମ…

1 hour ago

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

3 hours ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

3 hours ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

3 hours ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

5 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

5 hours ago