କଟକ ସହରରୁ ଆଜି  ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,ଲୋକାଲ କଣ୍ଟାକ୍ଟ କେସ ୧୩୦

କେନ୍ୟୁଜ୍(ବ୍ୟୁରୋ):  କଟକ ସହରରୁ ଆଜି  ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୩୪ ଜଣ ଓ ଲୋକାଲ କଣ୍ଟାକ୍ଟ କେସରୁ  ୧୩୦ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦେଇଛି। କଟକ ସହରରୁ ଏଯାବତ୍ ୭୩୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୫ ହଜାର ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୨ ହଜାର ୧୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ମୋଟ ୩୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ନଜର ପକାନ୍ତୁ ଟ୍ବିଟ ଉପରେ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.