ଆଜି କରୋନାରୁ ସୁସ୍ଥ ହେଲେ ୩୩୨୬ କରୋନା ଆକ୍ରାନ୍ତ

କେନ୍ୟୁଜ୍(ବ୍ୟୁରୋ):  ଦିନକୁ ଦିନ ବୃଦ୍ଧି ପାଉଛି କରୋନାରୁ ସୁସ୍ଥ ସଂଖ୍ୟା। ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୩୩୨୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୯୪ ହଜାର ୧୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୪୦ ଜଣ ରହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.