ରାଜ୍ୟ

ରାଜଧାନୀ ଭୁବନେଶ୍ୱରରୁ ଆଜି ୩୬୯  କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୫୬

କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ୩୬୯  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୫ ଜଣ ସରକାରୀ କ୍ବାରେଣ୍ଟାଇନରୁ ଓ ୨୯୪ ଲୋକାଲ କଣ୍ଟାକ୍ଟ  କେସରୁ ଚିହ୍ନଟ ହୋଇଛନ୍ତି।  ସେହିଭଳି ଆଜି ଭୁବନେଶ୍ୱରରୁ  ୩୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ କରି ସୂଚନା ଦେଇଛି ବିଏମସି।

ସରକାରୀ କ୍ବାରେଣ୍ଟାଇନରୁ ଚିହ୍ନଟ ଆକ୍ରାନ୍ତ ମାନେ  ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି  ସଂକ୍ରମିତ ହୋଇଥିବା ସୂଚନା ମିଳିଛି।  ଶୈଳଶ୍ରୀ ବିହାରରୁ ୬ ଜଣ, ଚନ୍ଦ୍ରଶେଖରପୁରରୁ ୫ ଜଣ, ବମିଖାଲ, ୟୁନିଟ-୬, ବାପୁଜୀ ନଗରରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଡୁମଡୁମା, ଭିଏସଏସ ନଗରରୁ ୩-୩ ଜଣ, ଝାରପଡ଼ା, ୟୁନିଟ-୪, ୟୁନିଟ-୧, ଚକେଇସିହାଣୀରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିଭଳି ଲୋକାଲ କଣ୍ଟାକ୍ଟ  କେସ୍ ଯୋଗୁଁ ଶୈଳଶ୍ରୀ ବିହାରରୁ ୨୩ ଜଣ, ସହିଦ ନଗରରୁ ୧୩ ଜଣ, ଚନ୍ଦ୍ରଶେଖରପୁର, ପଟିଆ, ରସୁଲଗଡ଼ରୁ ୧୨-୧୨ ଜଣ, ବମିଖାଲରୁ ୧୦ ଜଣ, ଲକ୍ଷ୍ମୀସାଗର, ପୋଖରିପୁଟରୁ ୯-୯ ଜଣ, ନୟାପଲ୍ଲୀ, ଭିଏସଏସ୍‌ ନଗରରୁ ୮ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

13 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

28 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

43 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

53 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago