ରାଜ୍ୟ

ଖୋର୍ଦ୍ଧା ଜିଲ୍ଲାରୁ ୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆଜି ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଆଜି ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୪୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ ଜଣ, ଅନୁଗୁଳ ଜିଲ୍ଲାରୁ ୨୯ ଜଣ, କଟକ ଜିଲ୍ଲାରୁ ୨୬ ଜଣ, ମୟୁରଭଂଜ ଜିଲ୍ଲାରୁ ୨୩ ଜଣ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଜିଲ୍ଲାରୁ ୧୯-୧୯ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୧୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ସମ୍ବଲପୁର ଜିଲ୍ଲାରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ, ଗଂଜାମ, ନବରଂଗପୁର ଜିଲ୍ଲାରୁ ୫-୫ ଜଣ, ମାଲକାନଗିରି ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ, ଗଜପତି, କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ଜଣେ ଓ ରାଜ୍ୟପୁଲରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୨୦୮କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ  ସୂଚନା ଦିଆଯାଇଛି।

 

 

KNews Bureau

Recent Posts

ଆସୁଛି ଓଡ଼ିଶାର ଲୋକପ୍ରିୟ ପର୍ବ ରଜ, ଗାଁ ଗହଳିରେ ଚାଲିଛି ଜୋରଦାର ପ୍ରସ୍ତୁତି

ଆସୁଛି ଓଡ଼ିଶାର ଲୋକପ୍ରିୟ ପର୍ବ ରଜ । ରଜ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେନ୍ଦୁଝର ଜିଲ୍ଲାରେ ରଜକୁ…

7 mins ago

ଜମ୍ମୁ-କାଶ୍ମୀର: କଠୁଆ ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କୀ ସଫା, ବ୍ୟାଗ୍‌ରୁ ମିଳିଲା ପାକିସ୍ତାନୀ ଚକୋଲେଟ୍‌

ଜମ୍ମୁ-କାଶ୍ମୀରର କଠୁଆରେ ପୁଣି ଜଣେ ଆତଙ୍କୀ ସଫା । ଏଠାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି…

27 mins ago

ଭାରତ ଠାରୁ ପାକିସ୍ତାନ ମ୍ୟାଚ ହାରିବା ପରେ ଲୋକଙ୍କ କମେଣ୍ଟ ନେଉଥିଲେ ୟୁଟ୍ୟୁବର, ରାଗରେ ଗୁଳି କରିଦେଲେ ସିକ୍ୟୁରିଟି ଗାର୍ଡ

ଭାରତ-ପାକିସ୍ତାନ ମଧରେ ଜୁନ୍‌ ୯ ତାରିଖ ନ୍ୟୁୟର୍କରେ ଟି୨୦ ବିଶ୍ୱକପ ମ୍ୟାଚ ଖେଳାଯାଇଥିଲା । ଭାରତ ଏହି ମ୍ୟାଚକୁ ୬…

33 mins ago

ପଶ୍ଚିମବଙ୍ଗରେ ୪ ବର୍ଷର ଝିଅକୁ ବାର୍ଡ ଫ୍ଲୁ, ସତର୍କ କଲା WHO

ବିଶ୍ୱର ଅନେକ ଦେଶରେ ବାର୍ଡ ଫ୍ଲୁ ମାମଲା ବଢ଼ି ଚାଲିଛି । ଆମେରିକାରୁ ନେଇ ୟୁରୋପ ପର୍ଯ୍ୟନ୍ତ ସବୁଠି ଏହି…

44 mins ago

ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି, ମିଳିଲା ନିୟମିତ ଜାମିନ

ଖୋର୍ଦ୍ଧା (କେନ୍ୟୁଜ): ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିୟମିତ ଜାମିନ । ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି ।…

47 mins ago

ରାଣୀ ଭଳି ସଜେଇ ହୋଇ ଶାଶୁଘର ଯାଇଥିଲେ, ୪ ମାସ ପରେ ମିଳିଲା ମୃତଦେହ

ବଣାଇ (କେନ୍ୟୁଜ) : ଆଖିରେ ଆଖି ଏ ସ୍ୱପ୍ନ ଧରି ବଧୂ ବେଶରେ ସଜେଇ ହେଇଥିଲା । ସବୁର ଝିଅଙ୍କ…

57 mins ago