କେନ୍ୟୁଜ(ବ୍ୟୁରୋ): କରୋନାରୁ ରାଜ୍ୟରେ ଆଜି ୬୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୬୩ ଜଣ, ମୟୂରଭଂଜ ଜିଲ୍ଲାରୁ ୩୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଳାରୁ ୨୬ ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ ଜଣ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାରୁ ୨୦ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୧୭ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ ଲେଖାଏଁ, ବାଲେଶ୍ୱର, ଜଗତସିଂହପୁର ଜିଲ୍ଲାରୁ ୧୨-୧୨ ଜଣ ଓ ଭଦ୍ରକ ଜିଲ୍ଲାରୁ ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିଭଳି କନ୍ଧମାଳ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ, ଗଂଜାମ ଜିଲ୍ଲାରୁ ୫ ଜଣ, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ୪-୪ ଜଣ, ବୌଦ୍ଧ, ଗଜପତି, କୋରାପୁଟ, ମାଲକାନଗିରି, ନବରଂଗପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଦେବଗଡ଼, ସୁବର୍ଣ୍ଣପୁର ଜିଲ୍ଲାରୁ ୨-୨ ଜଣ ଓ ରାଜ୍ୟପୁଲରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ୨୭୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଏହି ସୂଚନା ଦିଆଯାଇଛି।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…