ରାଜ୍ୟ

କଟକର ୬୫ ଜଣ  କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ କଟକର ୬୫ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାର ୬୫,କେନ୍ଦୁଝରର ୫୮, ମୟୂରଭଞ୍ଜର ୪୮, ଅନୁଗୁଳର ୪୬, ଜଗତସିଂହପୁରର ୪୨,କଳାହାଣ୍ଡିର ୩୭, ନୂଆପଡାର ୩୭, ସମ୍ବଲପୁରର ୩୫,ସୁନ୍ଦରଗଡର ୩୫, ବାଲେଶ୍ବରର ୩୩ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଏହା ସହିତ କେନ୍ଦ୍ରାପଡାର ୨୯, ବଲାଙ୍ଗିରର ୨୧, ଯାଜପୁରର ୨୧, ଭଦ୍ରକର ୧୯,ଝରସୁଗୁଡାର ୧୪,ଢେଙ୍କାନାଳର ୧୩, ବରଗଡର ୧୨, ଗଞ୍ଜାମର ୧୧,କୋରାପୁଟର ୧୦, ପୁରୀର ୯, ଦେବଗଡର ୮, କନ୍ଧମାଳର ୬, ନବରଙ୍ଗପୁରର ୫, ମାଲକାନଗିରିର ୩,ନୟାଗଡର ୩,ସୋନପୁରର ୩,ବୌଦ୍ଧର ୨, ରାୟଗଡାର ୨, ଷ୍ଟେଟପୁଲର ୧୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩୧୧୨୫୬ ଜଣ ସୁସ୍ଥ ହୋଇଛନ୍ତି।

KNews Bureau

Recent Posts

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

11 mins ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

28 mins ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

32 mins ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

1 hour ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

2 hours ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

2 hours ago